-+91-9937148622 |

prerana_bgr@rediffmail.com |

  Friday 19th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   (19-Apr-2024)       ||      ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   (19-Apr-2024)       ||      ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   (19-Apr-2024)       ||      ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||      ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   (18-Apr-2024)       ||      ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ    (18-Apr-2024)       ||      ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   (18-Apr-2024)       ||      ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ   (18-Apr-2024)       ||      ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ   (18-Apr-2024)       ||      ମିଛ ଚିକିତ୍ସକ ପଦବୀ ପାଇଥିବା ବ୍ୟକ୍ତିଙ୍କ ସତ ଅବଦାନ   (18-Apr-2024)       ||      ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଲିକ ସଂଘ ର ମହାନତା ପ୍ରଶଂସନୀୟ   (18-Apr-2024)       ||      ବିଜେପି ପ୍ରାର୍ଥୀ ସୋମନାଥ ପୂଜାରୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (18-Apr-2024)       ||      ଲୋଇସିଂହାରେ ବିଜେଡି ର ଜୟ ଶ୍ରୀରାମ ନାରାଦେଇ ବାଇକ୍ ଶୋଭାଯାତ୍ରା ଓ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ   (18-Apr-2024)       ||      “ପ୍ରେରଣାର” ୧୯ତମ ସ୍ୱନକ୍ଷତ୍ର ଦିବସ ପାଳିତ.. ଲୋକଙ୍କ ସହଭାଗିତାରେ ବଲାଙ୍ଗୀରର ବିକାଶ ଆଗେଇଛି-କଳିକେଶ   (18-Apr-2024)       ||      ଚୈତ୍ର ନବରାତ୍ର ପର୍ବ ସମ୍ପନ୍ନ   (18-Apr-2024)       ||      ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ପାଳିତ   (17-Apr-2024)       ||      ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା   (17-Apr-2024)       ||      ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   (17-Apr-2024)       ||      ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   (17-Apr-2024)       ||     

HOME   ଜିଲ୍ଲା

ବିଶିପାଲି ଛକରୁ ବେଆଇନ ପଥର ବୋଝେଇ ହାଇୱା ଜବତ,୨୦ ହଜାର ଟଙ୍କା ଜରିମାନା ଆଦାୟ

06-Oct-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ତହସିଲ ପକ୍ଷରୁ ରେଢ଼ାଖୋଲ ବ‌ଉଦ ରାସ୍ତାର ବିଶିପାଲି ଛକରୁ ବୁଧବାର ବେଆଇନ ପଥର ବୋଝେଇ ହାଇୱା ଜବତ କରି ୨୦ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି ।  ସୂଚନାଯୋଗ୍ୟ ଯେ ଯୁଜୁମୁରା ଅଞ୍ଚଳରୁ ବୌଦ୍ଧ ଅଞ୍ଚଳକୁ ଏକ ହାଇୱା ଗାଡ଼ିରେ ବେଆଇନ ଭାବେ ପଥର ଚାଲାଣ ହେଉଥିଲା । ବିଶିପାଲି ଛକରେ ତହସିଲ ପକ୍ଷରୁ ଚଢ଼ାଉ କରି ଗାଡି ଜବତ କରି ଗାଡି ମାଲିକ ଶୁଭକାନ୍ତ ମହାନ୍ତିଙ୍କ ଠାରୁ ୨୦ ହଜାର ଜରିମାନା ଆଦାୟ କରାଯାଇଛି। ଚଢ଼ାଉରେ ତହସିଲଦାର ବେର୍ସିଅସ ଡୁଙ୍ଗଡୁଙ୍ଗ, ଅତିରିକ୍ତ ତହସିଲଦାର ଅମୂଲ୍ୟ କୁମାର ବାଘ ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   19-Apr-2024
  ଜିଲ୍ଲା  
ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   19-Apr-2024
  ରାଜ୍ୟ  
ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   19-Apr-2024
  ଜିଲ୍ଲା  
ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   18-Apr-2024
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   18-Apr-2024
  ମହାନଗର  
ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   18-Apr-2024
  ଜିଲ୍ଲା  
ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ   18-Apr-2024
  ରାଜନୀତି  
ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   18-Apr-2024
  ଜିଲ୍ଲା  
ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ   18-Apr-2024
  ଜିଲ୍ଲା  
ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ   18-Apr-2024
  ଜିଲ୍ଲା  
ମିଛ ଚିକିତ୍ସକ ପଦବୀ ପାଇଥିବା ବ୍ୟକ୍ତିଙ୍କ ସତ ଅବଦାନ   18-Apr-2024
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଲିକ ସଂଘ ର ମହାନତା ପ୍ରଶଂସନୀୟ   18-Apr-2024

You Might Also Like