-+91-9937148622 |

prerana_bgr@rediffmail.com |

  Saturday 20th April 2024 |

| | | |

R.N.I. Regd No. ODIODI/2010/46693

Breaking News

ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    (20-Apr-2024)       ||      ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି    (20-Apr-2024)       ||      ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   (19-Apr-2024)       ||      ମଦ କାରବାରରେ ଜଣେ ଗିରଫ   (19-Apr-2024)       ||      ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   (19-Apr-2024)       ||      ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    (19-Apr-2024)       ||      ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   (19-Apr-2024)       ||      ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   (19-Apr-2024)       ||      ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   (19-Apr-2024)       ||      "ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   (19-Apr-2024)       ||      ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   (19-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   (19-Apr-2024)       ||      ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   (19-Apr-2024)       ||      ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   (19-Apr-2024)       ||      ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||      ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   (18-Apr-2024)       ||      ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ    (18-Apr-2024)       ||      ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   (18-Apr-2024)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ମେଧାବୀ ଛାତ୍ରୀ ଆଶା ଙ୍କ ଉଚ୍ଚ ଶିକ୍ଷା ଲlଗି ଅର୍ଥ ସାଜିଛି ବlଧକ,

19-Oct-2021



ଲୋଇସିଂହା, (ବିନୋଦ କୁମାର ଦୀପ ): ଲୋଇସିଂହା ଅଞ୍ଚଳର ଜଣେ ମେଧାବୀ ଛାତ୍ରୀଙ୍କ ଉଚ୍ଚଶିକ୍ଷା  ଲାଗି ଅର୍ଥ ସାଜିଛି ବାଧକ l ଲୋଇସିଂହାର ଡେ଼ଲିମାର୍କେ   ଟ ବସ୍ତି ଅଂଚଳରେ ରହନ୍ତି କରମ ମେହେର (୫୧) ପତ୍ନୀ ମଥୁରା ମେହେରଙ୍କ ସହ ପୁଅ ଓ ଝିଅ ଦୁଇ ସନ୍ତାନ l କରମ ମେହେରଙ୍କ ଝିଅ ଆଶା ମେହେର(୨୦) ଜଣେ ମେଧାବୀ ଛାତ୍ରୀ ଅଟନ୍ତି l ତାଙ୍କ ଶିକ୍ଷଗତ ଯୋଗ୍ୟତାକୁ ନଜର ଦେଲେ ଦଶମ ଶ୍ରେଣୀରେ ୭୮%, +୨ ରେ ୭୭% ଓ ଲୋଇସିଂହା ମହାବିଦ୍ୟାଳୟରେ ଗ୍ରାଜୁଏସନ ରେ ୮୯  % ରଖି ବର୍ତମାନ ଚଳିତ ବର୍ଷ ସିପିଇଟି  କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ ରେ ଓଡିଶାରେ ପଞ୍ଚମ ସ୍ଥାନ ଓ ଜଣେ ଏସଟି ଛାତ୍ରୀ ହିସାବରେ ଓଡିଶାରେ ପ୍ରଥମ ସ୍ଥାନ ଅକ୍ତିଆର କରିଛନ୍ତି l ଅଧ୍ୟବସାୟ ଓ ଆତ୍ମବିଶ୍ଵାସ ବଳରେ ଗରିବ ଘର ର ଝିଅ ଆଶା ନିଜର କମାଲ ଦେଖlଛନ୍ତି l କେବଳ ଲୋଇସିଂହା ଅଂଚଳ ନୁହେଁ ବଲାଙ୍ଗୀର ଜିଲ୍ଲା ପାଇଁ ଏହା ଗୌରବର ବିଷୟ l ଆଶାଙ୍କ ବାପା କରମ ମେହେର ଜଣେ ଖବରକାଗଜ  ବିତରକ ସହ ଦିନ ମଜୁରିଆ l  ଏବେ ଆଶାଙ୍କ ଉଚ୍ଚଶିକ୍ଷା ଲାଗି ଅର୍ଥ ସାଜିଛି ବାଧକ l ମେଧାବୀ ଛାତ୍ରୀ ଆଶା ପ୍ରତି ଦୃଷ୍ଟିଦେଇ ଜିଲ୍ଲା ପ୍ରଶାସନ ସହଯୋଗର ହାତ ବଢ଼ାଇଲେ ଆଶା ଏକ ଉଜ୍ୱଳ ଭବିଷ୍ୟତ ଆଡକୁ ଗତି କରିପାରିବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    20-Apr-2024
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି   20-Apr-2024
  ଜିଲ୍ଲା  
ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   19-Apr-2024
  ଜିଲ୍ଲା  
ମଦ କାରବାରରେ ଜଣେ ଗିରଫ   19-Apr-2024
  ଜିଲ୍ଲା  
ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   19-Apr-2024
  ରାଜନୀତି  
ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    19-Apr-2024
  ଜିଲ୍ଲା  
ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   19-Apr-2024
  ରାଜନୀତି  
ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   19-Apr-2024
  ଜିଲ୍ଲା  
ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   19-Apr-2024
  ଜିଲ୍ଲା  
"ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   19-Apr-2024
  ଜିଲ୍ଲା  
ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   19-Apr-2024

You Might Also Like