-+91-9937148622 |

prerana_bgr@rediffmail.com |

  Friday 19th April 2024 |

| | | |

R.N.I. Regd No. ODIODI/2010/46693

Breaking News

ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||      ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   (18-Apr-2024)       ||      ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ    (18-Apr-2024)       ||      ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   (18-Apr-2024)       ||      ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ   (18-Apr-2024)       ||      ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ   (18-Apr-2024)       ||      ମିଛ ଚିକିତ୍ସକ ପଦବୀ ପାଇଥିବା ବ୍ୟକ୍ତିଙ୍କ ସତ ଅବଦାନ   (18-Apr-2024)       ||      ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଲିକ ସଂଘ ର ମହାନତା ପ୍ରଶଂସନୀୟ   (18-Apr-2024)       ||      ବିଜେପି ପ୍ରାର୍ଥୀ ସୋମନାଥ ପୂଜାରୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (18-Apr-2024)       ||      ଲୋଇସିଂହାରେ ବିଜେଡି ର ଜୟ ଶ୍ରୀରାମ ନାରାଦେଇ ବାଇକ୍ ଶୋଭାଯାତ୍ରା ଓ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ   (18-Apr-2024)       ||      “ପ୍ରେରଣାର” ୧୯ତମ ସ୍ୱନକ୍ଷତ୍ର ଦିବସ ପାଳିତ.. ଲୋକଙ୍କ ସହଭାଗିତାରେ ବଲାଙ୍ଗୀରର ବିକାଶ ଆଗେଇଛି-କଳିକେଶ   (18-Apr-2024)       ||      ଚୈତ୍ର ନବରାତ୍ର ପର୍ବ ସମ୍ପନ୍ନ   (18-Apr-2024)       ||      ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ପାଳିତ   (17-Apr-2024)       ||      ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା   (17-Apr-2024)       ||      ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   (17-Apr-2024)       ||      ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   (17-Apr-2024)       ||      ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   (17-Apr-2024)       ||      ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   (17-Apr-2024)       ||      ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   (16-Apr-2024)       ||     

HOME   ଖେଳ

ଦ୍ଵିଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ : ଶରଧାପାଲି ବିଜୟୀ

24-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଖୁଣ୍ଟପାଲି ଖେଳ ପଡିଆରେ ଦ୍ବିଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି।ଉଦଘାଟନୀ ଉତ୍ସବରେ ତାଳପାଲି  ସରପଞ୍ଚ ସୁଶାନ୍ତ ସାହୁ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଶୁଭାରମ୍ଭ କରିଥିଲେ ।ନିର୍ବାହୀ ଅଧିକାରୀ ପାଣ୍ତବ ନନ୍ଦ ସହଯୋଗ କରିଥିଲେ ।ଖୁଣ୍ଟପାଲି

,ବରିହାପୁଖାପାନି,ବରଭଟା,ବୁରୋମୁଣ୍ତା,ତମିଆ,ଶରଧାପାଲି,ଅମ୍ବାମୁଣ୍ତା,ଘନାମାଲ ଦଳ ଅଂଶ ଗ୍ରହଣ କରିଥିଲେ ।ଫାଇନାଲ ମ୍ୟାଚ  ବରଭଟା ଓ ଶରଧାପାଲି ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।ଶରଧାପାଲି ଟ୍ରାଇବ୍ରେକର୍ ଜରିଆରେ ବିଜୟୀ ହୋଇଥିଲେ ।ପୁରସ୍କାର ବିତରଣୀ ସଭାରେ ନୀଳମଣି ବରିହା ସଭାପତିତ୍ବ କରିଥିଲେ ।ପୂର୍ବତନ ସରପଞ୍ଚ ଚୈତନ୍ୟ ସାହୁ ମୁଖ୍ୟ ଅତିଥି,ଗାଇସିଲେଟ ଥାନା ଏ ଏସ ଆଇ ସୁଶୀଲ ଦାଶ,ପୁଲିସ କନେଷ୍ଟବଲ ଯୁଗଲ ପ୍ରଧାନ,ଭଗବାନ ପଟେଲ,ସରୋଜ ପଟେଲ,ନାଥ ମୁନା,ଜବାହାରଲାଲ ବରିହା,ଜଗା ବରିହା,ସମାଜ ସେବୀ ସତ୍ୟ ସାହୁ ପ୍ରମୁଖ ମଞ୍ଚାସୀନ ଭାବେ ଯୋଗଦାନ ପୂର୍ବକ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ ।ଗୌରାଂଗ ପାଣ୍ତେ,ତରଣୀ ଲୁହାର,ରାଜୁ ଦାନୀ,ତନ୍ମୟ ତ୍ରିପାଠୀ ,ବାବୁଲୁ ଗଡତିଆ ପ୍ରମୁଖ ଅକ୍ଲାନ୍ତ ପରିଶ୍ରମ ରେ  ଟୁ୍ର୍ଣ୍ଣାମେଣ୍ଟ ଟି ସଫଳାର ଶିର୍ଷ ରେ ପହଞ୍ଚି ପାରିଥିଲା lଶେଷରେ ବରିଷ୍ଟ ଖେଳାଳୀ  ମୋହନ ସାହୁ  ଟୁର୍ଣ୍ଣାମେଣ୍ଟ ସମୟରେ କୈାଣସି ପ୍ରକାର ର ଅପ୍ରିତୀକର ପରିସ୍ଥିତି ସୃଷ୍ଟି ହୋଇନ ଥିବାରୁ ଗ୍ରାମବାସୀ ଙ୍କୁ ଧନ୍ୟବାଦ ଜଣାଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   18-Apr-2024
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   18-Apr-2024
  ମହାନଗର  
ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   18-Apr-2024
  ଜିଲ୍ଲା  
ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ   18-Apr-2024
  ରାଜନୀତି  
ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   18-Apr-2024
  ଜିଲ୍ଲା  
ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ   18-Apr-2024
  ଜିଲ୍ଲା  
ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ   18-Apr-2024
  ଜିଲ୍ଲା  
ମିଛ ଚିକିତ୍ସକ ପଦବୀ ପାଇଥିବା ବ୍ୟକ୍ତିଙ୍କ ସତ ଅବଦାନ   18-Apr-2024
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଲିକ ସଂଘ ର ମହାନତା ପ୍ରଶଂସନୀୟ   18-Apr-2024
  ଜିଲ୍ଲା  
ବିଜେପି ପ୍ରାର୍ଥୀ ସୋମନାଥ ପୂଜାରୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା   18-Apr-2024
  ଜିଲ୍ଲା  
ଲୋଇସିଂହାରେ ବିଜେଡି ର ଜୟ ଶ୍ରୀରାମ ନାରାଦେଇ ବାଇକ୍ ଶୋଭାଯାତ୍ରା ଓ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ   18-Apr-2024
  ଜିଲ୍ଲା  
“ପ୍ରେରଣାର” ୧୯ତମ ସ୍ୱନକ୍ଷତ୍ର ଦିବସ ପାଳିତ.. ଲୋକଙ୍କ ସହଭାଗିତାରେ ବଲାଙ୍ଗୀରର ବିକାଶ ଆଗେଇଛି-କଳିକେଶ   18-Apr-2024

You Might Also Like