-+91-9937148622 |

prerana_bgr@rediffmail.com |

  Thursday 28th March 2024 |

| | | |

R.N.I. Regd No. ODIODI/2010/46693

Breaking News

ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସଂସ୍କୃତ ପରିଷଦ ବଲାଙ୍ଗିରର ବୈଠକ   (27-Mar-2024)       ||      ପେଲେସ ଲାଇନ ରାଧାକୃଷ୍ଣ ମନ୍ଦିରରେ ହରିହର ଭେଟ   (27-Mar-2024)       ||      ସିନ୍ଧେକେଲା କଟକିଆ ସମାଜ ଦ୍ୱାରା ଅଷ୍ଟପ୍ରହରି ଓ ଫାଲଗୁନ ଉତ୍ସବ ଉଦଯାପିତ   (27-Mar-2024)       ||     

HOME   ଜିଲ୍ଲା

ବିଣାପାଣି ଶିକ୍ଷା ସୌଧ ଠାରେ ପ୍ରାଥମିକ ଚିକିତ୍ସା କର୍ମଶାଳା

25-Oct-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) -  ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଗଇଁନ୍ତଲା ସ୍ଥିତ ବୀଣାପାଣି ଶିକ୍ଷା ସୌଧ ଠାରେ ପ୍ରାଥମିକ ଚିକିତ୍ସା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପରିଚାଳନା ନିର୍ଦ୍ଦେଶକ ଅଶୋକ କୁମାର ମେହେରଙ୍କ ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଫଟକରା ହାଇସ୍କୁଲର ପ୍ରଧାନ ଶିକ୍ଷକ ରୁଦ୍ରମଣି କର୍ମୀ,

ସାମ୍ବାଦିକ ଆକୁଳ ବେହେରା, ପରିବେଶ ପ୍ରେମୀ ନିଳମଣୀ ବିଶ୍ୱାଳ ଯୋଗଦେଇ ଥିଲେ । ପ୍ରାଥମିକ ଚିକିତ୍ସା ଅଧ୍ୟାପକ ରବିଚନ୍ଦ୍ର ପଶାୟତ, ଫାଷ୍ଟଏଡ୍ ରାମ ନାରାୟଣ ଦାଶ ଓ ମାଝିପଡା ପ୍ରଥମିକ ବିଦ୍ୟାଳୟର ଜୁନିୟର ରେଡକ୍ରସ କାଉନସିଲର ବିରଂଚି ନାରାୟଣ ଦାଶ ପ୍ରମୁଖ ବିଦ୍ୟାଳୟ ଛାତ୍ର ଛାତ୍ରୀ ତଥା ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ପ୍ରାଥମିକ ଚିକିତ୍ସାର ଉପଚାର, ମୁର୍ଚ୍ଛା, ସକ୍‌, ରିକୋଭରି ପଜିସନ, ପୋଡା ଘା,

ରକ୍ତସ୍ରାବ ତଥା ବ୍ୟାଣ୍ଡିଜ୍ ବିଷୟରେ ତାଲିମ ପ୍ରଦାନ କରିଥିଲେ । କର୍ମଶାଳାରେ ଫଟକରା ହାଇସ୍କୁଲର ଦଗଦିଶ କର୍ମୀ, ଜଗମୋହନ କର୍ମୀ, ଦଶରଥ ବାରିକ, ବିଣାପାଳି ଶିକ୍ଷାସୌଧର ମିତ୍ରଭାନୁ ସାହୁ, ନିଶିକାନ୍ତ ହାତି, ତରଣୀ ସାହୁ, ଅନୁସୟା ମନହିରା, ଭଗବାନ ସାହୁ ଉପସ୍ଥିତ ଥିଲେ । ଶେଷରେ ସୌମ୍ୟରଂଜନ ଦ୍ୱାରି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024
  ଜିଲ୍ଲା  
କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   27-Mar-2024
  ଜିଲ୍ଲା  
ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   27-Mar-2024
  ଜିଲ୍ଲା  
ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   27-Mar-2024

You Might Also Like