-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||     

HOME   ଦେଶ ବିଦେଶ

ବାୟୁସେନା ମୁଖ୍ୟ କହିଲେ- ଚୀନ ସୀମାରେ ସ୍ଥିତି ସଙ୍ଗୀନ, ଅଥଚ ଯୁଦ୍ଧ କିମ୍ବା ଶାନ୍ତି କିଛି ହେଲେ ନାହିଁ

29-Sep-2020



ନୂଆଦିଲ୍ଲୀ ୨୯/୦୯: ଭାରତ ଓ ଚୀନ ମଧ୍ୟରେ ଉତ୍ତେଜନା ଜାରି ରହିଛି । ଏହାରି ଭିତରେ ପାକିସ୍ତାନ ପକ୍ଷରୁ ମଧ୍ୟ କ୍ରମାଗତ ଅନୁପ୍ରବେଶ ପ୍ରୟାସ ଲାଗି ରହିଛି।  ଭାରତୀୟ ବାୟୁସେନା (ଆଇଏଏଫ) ମୁଖ୍ୟ ଆର କେ ଏସ ଭଦୋରିଆ କହିଛନ୍ତି ଉତ୍ତର ସୀମାରେ ସ୍ଥିତି ଚାଲେଞ୍ଜିଂପୂଣ୍ର୍ଣ ରହିଛି। ଅର୍ଥାତ୍ ସ୍ଥିତି ଭଲ ନାହିଁ। ତାଙ୍କ ଇସାରା ଥିଲା ଚୀନକୁ ଲାଗିକି ଥିବା ସୀମା ଉପରେ।*

*ଭଦୋରିଆ ଭିଡିଓ କନଫରେନ୍ସିଂ ଜରିଆରେ ଏ କଥା କହିଛନ୍ତି। ଉତ୍ତର ସୀମାରେ ସୁରକ୍ଷା ପରିସ୍ଥିତି ବର୍ତମାନ ଖୁବ ଅସହଜ ରହିଛି। ଯୁଦ୍ଧ କି ଶାନ୍ତିର ପରିସ୍ଥିତି ଏ ସମୟରେ ସେଠାରେ କିଛି ହେଲେ ନାହିଁ। ତେବେ ରାଫେଲ ଜେଟ୍ ସାମିଲ ହେବାରୁ ବାୟୁସେନା କ୍ଷମତା ବୃଦ୍ଧି ପାଇଛି ବୋଲି ଭଦୋରିଆ କହିଛନ୍ତି।
*ଉଲ୍ଲେଖୀନୟ ଯେ ପାଞ୍ଚ ମାସ ହେବ ପୂର୍ବ ଲଦାଖରେ ବାସ୍ତବିକ ନିୟନ୍ତ୍ରଣ ରେଖା (ଏଲଓସି)ରେ ଦୁଇ ଦେଶର ସେନା ଆମ୍ନାସାମ୍ନି ଅଛନ୍ତି। ପିପୁଲ୍ସ ଲିବରେସନ ପାର୍ଟି ଓ ଭାରତୀୟ ମିଲିଟ୍ରି ଟ୍ୟାଙ୍କ, ମିଶାଇଲ ସମେତ ପ୍ରତିଟି ଜରୁରୀ ଅସ୍ତ୍ରଶସ୍ତ୍ର ସହ ଏଲଓସିରେ ମୁତୟନ ଅଛନ୍ତି। ଭାରତୀୟ ବାୟୁସେନାର ଫାଇଟର ଜେଟ ମଧ୍ୟ କ୍ରମାଗତ ସେଠାରେ ବୁଲୁଛି । ଆଇଏଏଫ ମଧ୍ୟ ସ୍ପଷ୍ଟ କରିଥିଲା ଯେ ମାର୍ଚରୁ ସେ ସ୍ଥିତି ସମ୍ଭାଳିବାକୁ ସକ୍ଷମ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026

You Might Also Like