-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||     

HOME   ଜୀବନଶୈଳୀ

ବଲାଙ୍ଗିର : ସସମ୍ମାନେ ଅସହାୟ ଶବ ସତ୍କାର କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ

18-Nov-2021



ବଲାଙ୍ଗୀର(ପ୍ରେରଣା ଖବର) : ବଲାଙ୍ଗୀର ସହରରେ ଏକ ଅସହାୟ ମାନସିକ ରୋଗୀ ମୁଣ୍ଡରେ ପୋକ ସୁଲୁବୁଲୁ ହୋଇ ପଡିରହିଥିଲେ l ଏ ଖବର ବିଙ୍ଗ ହ୍ୟୁମାନ ର ସଦସ୍ୟ ମାନେ ପାଇ ତାଙ୍କୁ ବଲାଙ୍ଗୀର ଡାକ୍ତରଖାନା ରେ ଭର୍ତି କରିଥିଲେ l

ବ୍ୟକ୍ତି ଜଣକ ଟିକେ ସୁସ୍ଥ ହେବାପରେ ମାନସିକ ସନ୍ତୁଳନ ଠିକ ନ ଥିବାରୁ ଚାଲି ଯାଇଥିଲେ ଏବଂ ସଦର ବ୍ଲକ ସିନ୍ଦୁରବାହାଲ ରେ ପହଂଚି ଥଲେ  l ସେଠାରେ ମଧ୍ୟ ବିଙ୍ଗ ହ୍ୟୁମାନ ସଦର ବ୍ଲକ ର ସଦସ୍ୟ ତଥା ସିନ୍ଦୁରବାହାଲ ର ସଦସ୍ୟ ମାନେ ଆଶ୍ରୟ ଦେଇ ଖାଇବା ପିଇବା ବ୍ୟବସ୍ଥା କରି ଆସୁଥିଲ  lଆଜି ସକାଳୁ ତାଙ୍କର ଦେହାନ୍ତ ହୋଇଗଲା l ପୁଣି ଅନୁଷ୍ଠାନ ର ସଦସ୍ୟ ମାନେ ଜାଣି ତାଙ୍କ ପାଖକୁ ପହଞ୍ଚିଥିଲେ ଏବଂ ସ୍ଥାନୀୟ ସ୍ମଶାନ କୁ ନେଇ ମର୍ଯ୍ୟାଦା ସହ ଶବ ସତ୍କାର କରିଥିଲେ l

ଏହି ମହତ କାର୍ଯ୍ୟ ରେ ଅନୁଷ୍ଠାନ ର ପ୍ରତିଷ୍ଠାତା ସୋମନାଥ ମିଶ୍ର ଙ୍କ ନେତୃତ୍ୱ ରେ ସଦର ବ୍ଲକ ସଭାପତି ବୀରେନ୍ଦ୍ର ସାହୁ,ଦେବେନ୍ଦ୍ର ସୁନା, ରାଜେନ୍ଦ୍ର ମନହିରା, ଉମର ମନହିରା, କନ୍ଦର୍ପ ରଣା, ଶ୍ରୀପତି ପଧାନ, ରିଙ୍କୁ ଦାସ, ବଣ୍ଟି ବେହେରା, ବିଜୟ ସା, ଶକ୍ତି ଅମାତ, କ୍ରିଷ୍ଣା କର୍ତ୍ତୀ, ଲକ୍ଷ୍ମୀକାନ୍ତ ବାଗ, ବିଶ୍ୱଜିତ ପଟେଲ,ନକୁଳ ସାହୁ  ସହ ବହୁ ସଦସ୍ୟ ସହଯୋଗ କରିଥିଲେ l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   09-Nov-2026
  ଜିଲ୍ଲା  
ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   09-Nov-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ