-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜୀବନଶୈଳୀ

୪୬ବର୍ଷ ବୟସରେ ଯାଆଁଳା ଶିଶୁଙ୍କୁ ଜନ୍ମ ଦେଲେ ପ୍ରୀତି ଜିଣ୍ଟା

18-Nov-2021



ନୂଆଦିଲ୍ଲୀ: ବଲିଉଡ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତ୍ରୀ ତଥା ଆଇପିଏଲର ପଞ୍ଜାବ ଟିମ୍‌ର ମାଲିକାଣୀ ପ୍ରୀତି ଜିଣ୍ଟାଙ୍କ ଘରକୁ ନୂଆ ସଦସ୍ୟ ଆସିଛନ୍ତି। ପ୍ରୀତି ଜିଣ୍ଟା ୪୬ବର୍ଷ ବୟସରେ ଯାଆଁଳା ଶିଶୁଙ୍କ ମା’ ହୋଇଛନ୍ତି।

ପ୍ରୀତି ଜିଣ୍ଟା ନିଜ ସ୍ବାମୀଙ୍କ ସହ ଇନଷ୍ଟାଗ୍ରାମରେ  ଫଟୋ ସହିତ ଏକ ସ୍ପେଶାଲ ନୋଟ ସେୟାର କରି ଏହି ଗୁଡ଼ ନ୍ୟୁଜ ଦେଇଛନ୍ତି।ପ୍ରୀତି କହିଛନ୍ତି, ‘ମୁଁ ଆଜି ଆପଣ ସମସ୍ତଙ୍କ ସହ ମୋର ଏକ ଖୁସି ଖବର ସେୟାର କରିବାକୁ ଚାହୁଁଛି। ଜିନ୍‌ ଆଉ ମୁଁ ବହୁତ ଖୁସି ଅଛୁ। ଆମେ ଆମେ ପରିବାରରେ ନିଜର ଯମଜ ସନ୍ତାନ ଜୟ ଜିଣ୍ଟା ଗୁଡଇନଫ୍‌ ଏବଂ ଜିୟା ଜିଣ୍ଟା ଗୁଡଇନଫ୍‌ଙ୍କୁ ସ୍ବାଗତ କରୁଛୁ। ଆମେ ଜୀବନର ଏହି ଉପହାରକୁ ନେଇ ବହୁତ ଉତ୍ସାହିତ ଅଛୁ। ଏହି ଅବିଶ୍ୱସନୀୟ ଯାତ୍ରାରେ ଆମ ସହ ଥିବା ଡାକ୍ତରମାନେ, ନର୍ସ ଏବଂ ଆମ ସରୋଗେଟ୍‌ଙ୍କୁ ହୃଦୟରୁ ଧନ୍ୟବାଦ।’(ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ